ଆଜି ପୁଣି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ୪୬୧, ଗଞ୍ଜାମରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୁଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪, ଜଗତସିଂହପୁରରୁ ୩୨, ସୁନ୍ଦରଗଡ଼ରୁ ୩୨, ଭଦ୍ରକରୁ…
