ପ୍ରଥମଦିନରେ ସର୍ବାଧିକ ୧୪୫୦ରୁ ଉର୍ଦ୍ଧ୍ବ ୟୁନିଟ୍ ରକ୍ତ ସଂଗ୍ରହ
ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ରାଜ୍ୟର ସବୁ ଜିଲ୍ଲା ସଦରମହକୁମାଠାରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଅଭିଯାନର ଶୁଭାରମ୍ଭ ହୋଇଛି । ଏହି ରକ୍ତଦାନ ଶିବିର ଅଭିଯାନ ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସ ଠାରୁ ଆରମ୍ଭ…
