ଓଡ଼ିଶା ପୁଲିସକୁ ବଡ଼ ସଫଳତା, ମାଓ କ୍ୟାମ୍ପ ଠାବ
ଫୁଲବାଣୀ() ଓଡ଼ିଶା ପୁଲିସକୁ ବଡ଼ ସଫଳତା । ପୋଲିସ ଡିଜିପି ଅଭୟଙ୍କ ନିର୍ଦ୍ଦେଶ ତଥା କନ୍ଧମାଳ ଆରକ୍ଷୀ ଅଧିକ୍ଷକ ପ୍ରତୀକ ଗୀତା ସିଂହଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ (ଏସଓଜି) କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ଥାନା ଅନ୍ତର୍ଗତ ସମରବନ୍ଧା ଜଙ୍ଗଲ ଅଞ୍ଚଳରେ…
