ଓପିଏସ୍ସି ଓ ଓଏସ୍ଏସ୍ସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରତିକ୍ରିୟା
ଓପିଏସ୍ସି ଓ ଓଏସ୍ଏସ୍ସି ଦ୍ବାରା ପରିଚାଳିତ ଦୁଇଟି ପୃଥକ ପରୀକ୍ଷାରେ ବିଭ୍ରାଟ ଦେଖା ଦେବା ପରେ ଏନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ। ଦୋଷୀଙ୍କୁ ଛଡ଼ାଯିନାହିଁ। ଏହାଉପରେ!-->…
