Odia News Portal

ୱାର୍ଡ଼ ନଂ – ୧୧ରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ବର : ଆଜି ଟିମ୍ ପ୍ରକାଶ ତ୍ରିପାଠୀ, ଜୟ ମା ୟୁଥ୍ କ୍ଲବ୍ ଓ ମହାବୀର ମଲ୍ଟି ଜିମ୍ ତରଫରୁ ପ୍ରଭୂଜୀ ଇଙ୍ଗ୍ଲିସ ମିଡିଅମ୍ ସ୍କୁଲ୍, କ୍ରିୟାଯୋଗ ଆଶ୍ରମ ପରିସରରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ ତତ୍ତ୍ଵାବଧାନରେ " ଜୀବନ ବିନ୍ଦୁ" ରକ୍ତଦାନ ଶିବିର ଅନୁଷ୍ଠିତ…

ଭୁବନେଶ୍ୱରରୁ ୨୫ ପଜିଟିଭ, ୨୩ ଲୋକାଲ କେସ, ଜାଣନ୍ତୁ କେଉଁ ଅଞ୍ଚଳର

ଭୁବନେଶ୍ୱର() ଭୁବନେଶ୍ୱରରେ ପୁଣି ୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସବୁଠାରୁ ବଡ଼ କଥା ହେଲା ଯେ, ୨୫ ଜଣଙ୍କ ମଧ୍ୟରୁ ୨୩ ଲୋକାଲ କେସ ହୋଇଥିବା ଜଣାଯାଇଛି । ବାକି ୨ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଜଣାଯାଇଛି । ୨୩ ଲୋକାଲ କେସରୁ ମଞ୍ଚେଶ୍ୱର ଅଞ୍ଚଳରୁ ୫ ଜଣ ଚିହ୍ନଟ…

 ୮ ତାରିଖ ଯାଏଁ ଲୋକଙ୍କୁ ଅଫିସ ମନା

ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଯାଜପୁର ଜିଲ୍ଲାରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା କରାଯାଇଛି । ଆସନ୍ତା ୮ ତାରିଖ ମଧ୍ୟରାତ୍ର ଯାଏ ଅଫିସ ଯିବାକୁ ବାରଣ କରିଛନ୍ତି ଜିଲ୍ଲାପାଳ । ଗତ ୪୮ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୮୧ କରୋନା ପଜିଟିଭ…

୧୫ ଜୁଲାଇ ଯାଏଁ ଲକଡାଉନ୍

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । କରୋନା ପାଇଁ ବିଭିନ୍ନ ରାଜ୍ୟ ଲକଡାଉନ ଓ ସଡଡାଉନର ଅବଧି ବଢାଉଛନ୍ତି । ଏହିକ୍ରମରେ ମଣିପୁରର ମୁଖ୍ୟମନ୍ତ୍ରୀ ଏନ୍ ବୀରେନ୍ ସିଂହ ରବିବାର କହିଛନ୍ତି ଯେ ତାଙ୍କ ସରକାର ଜାରି ଲକଡାଉନକୁ ଆହୁରି ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି।…

ସୁଖିଲା ଥିଲେ ବି ବାଉଁଶକୁ କାହିଁକି ଧାର୍ମିକ କାର୍ୟ୍ୟରେ ବ୍ୟବହାର କରାଯାଏନି, ଜାଣନ୍ତୁ ପ୍ରକୃତ କାରଣ

ଭୁବନେଶ୍ୱର() ବାଉଁଶକୁ ଭାରତୀୟ ଧର୍ମ ଶାସ୍ତ୍ରରେ ଜଳେଇବା ନିଷିଧ। ହୋମ ହେଉ କି ଯଜ୍ଞ ଏଥିରେ ବିଭିନ୍ନ କାଠର ଉପଯୋଗ ହୁଏ ହେଲେ ସୁଖିଲା ଥିଲେ ବି ବାଉଁଶକୁ ଏ ସବୁ ଧାର୍ମିକ କାର୍ୟ୍ୟରେ ବ୍ୟବହାର କରାଯାଏନି। ମଣିଷର ମୃତ୍ୟୁରେ ବାଉଁଶକୁ କୋକେଇ କରି ବୋହିନେବାର ବିଧି ରହିଛି। କିନ୍ତୁ…

ଓଡିଶାକୁ ଆସି ସାରିଛି କରୋନା ମେଡିସିନ୍

ଭୁବନେଶ୍ୱର() ଓଡିଶାକୁ ଆସି ସାରିଛି କରୋନା ମେଡିସିନ୍ । ରେମଡିସିଭିର, ଫାଭିଫ୍ଲୁ ମେଡିସିନ୍ ଆସିସାରିଛି ବୋଲି ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ ଜେନା । ଏହା ସହ କଟକଣାକୁ ନେଇ ସ୍ୱାସ୍ଥ୍ୟ ସଚିବ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି କଟକଣା ରହିବ ।…

ରାଜ୍ୟର ଏହି ଜିଲ୍ଲାରୁ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର() ଆଜି ପୁଣି ୨୪୫ ଜଣ ପଜିଟିଭ୍ ବାହାରିଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ମୃତକ ୨ ଜଣ ଗଞ୍ଜାମ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଅନ୍ୟପଟେ…

ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ଲୋକାଲ କେସ

ଭୁବନେଶ୍ୱର() ଆଜି ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମ ଜିଲ୍ଲାରୁ…

ଅମାନିଆ ଅପରାଜିତା ଦଳ ପାଇଁ ଵୋଝ

ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ଅପରାଜିତାଙ୍କୁ ଏକଦା ରାଜ୍ୟ ବିଜେପିର ଆସେଟ କୁହାଯାଉଥିବାବେଳେ ଦଳ ପାଇଁ ଏବେ କିନ୍ତୁ ଏହି ମହିଳା ନେତ୍ରୀ ବୋଝ ପାଲଟିଲେଣି । ବିଶେଷକରି କରୋନା ମହାମାରୀ ସମୟରେ ସେ ଯେଭଳି ମୋଦି ସରକାରଙ୍କ ନିୟମକୁ ମୋଡି ମକଚି ଦେଉଛନ୍ତି ତାହା ଦେଖିଲାପରେ ଅନେକ ବିଜେପି…

ଓଲିଉଡର ଚୁଲବୁଲି ନାୟିକା ଗାର୍ଗୀ ବାଛିଲେ ଜୀବନସାଥୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ନିଜ ପ୍ରିୟତମର ହାତ ଧରିଲେ ଓଲିଉଡର ଚୁଲବୁଲି ନାୟିକା ଗାର୍ଗୀ ମାହାନ୍ତି।  ନିଜର ବନ୍ଧୁ ରବିନ୍ଦ୍ରଙ୍କୁ ନିଜ ଜୀବନ ସାଥୀ ରୂପେ ବାଛିନେଇଛନ୍ତି। ଲକଡାଉନରେ ଦୁଇ ପରିବାରଙ୍କ ସମ୍ମତି କ୍ରମେ ଏହି ବିବାହା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଅନେକ ଦିନରୁ…