ଯୋଦ୍ଧାଙ୍କ ପାଇଁ ନିରବପ୍ରାର୍ଥନା ଓ ପ୍ରଭୁଶ୍ରୀରାମଚନ୍ଦ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ
ଭୁବନେଶ୍ୱର : କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ ସବୁ ଠପ୍ ହୋଇଯାଇଛି । ଲୋକେ…
