Odia News Portal

ଦିନକରେ ରାଜ୍ୟରେ ୯ ମୁଣ୍ଡ ନେଲା କରୋନା, ଜାଣନ୍ତୁ ମୃତକଙ୍କ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତ ୯ ଜଣଙ୍କ ମଧ୍ୟରୁ…

ଆଜି ଟ୍ବିନ୍‌ ସିଟିରେ ଏତିକି ସମୟ ବନ୍ଦ ରହିବ ଟ୍ରାଫିକ

ଭୁବନେଶ୍ବର() ମହାମାରୀ କୋଭିଡ୍‌ ସାରା ମାନବ ସମାଜ ପାଇଁ ବଡ଼ ଆହ୍ୱାନ ସୃଷ୍ଟି କରିଛି । ଏ ସଂକଟ କାଳରେ ଆମ କୋଭିଡ୍‌ ଯୋଦ୍ଧାମାନଙ୍କ ନିଷ୍ଠା ଓ ତ୍ୟାଗର ପଟାନ୍ତର ନାହିଁ । ସେମାନଙ୍କ ସେବାରୁ ଆମ ରାଜ୍ୟରେ ମୃତ୍ୟୁହାର କମ୍‌ ରହିଛି । ଆସନ୍ତୁ ଏହି ଆଗଧାଡ଼ିର କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ…

ଆଜି ଆଉ ୧୩୩୭ ନୂଆ ପଜିଟିଭ, ଖୋର୍ଦ୍ଧାରୁ ୧୯୬

ଭୁବନେଶ୍ବର() ଆଜି ରାଜ୍ୟରେ ରେକର୍ଡ ସଂଖ୍ୟାକ ୧୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୨୨ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ହଜାର ୦୧୮ କୁ ବୃଦ୍ଧି କରିଛି । ପୁଣି କରୋନାରେ…

ଗ୍ୟାସ୍ ସିଲିଣ୍ଡର ଫାଟି ୪ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ସଦର ବ୍ଲକ ରସାଳପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ପ୍ରଥମେ ସେମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗାଁସ…

କରୋନା ସଂକଟ ବେଳେ ବିରଜା ମନ୍ଦିର ସେବାୟତ କଲେ ରକ୍ତଦାନ

ଯାଜପୁର ଟାଉନ : ଯାଜପୁର ବିରଜା କଲ୍ୟାଣ ମଣ୍ଡପ ପରିସରରେ ମା ବିରଜା ମନ୍ଦିର ସେବାୟତଙ୍କ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଅଶୋକ ଦାସ ଫାଉଣ୍ଡେସନର ସହଯୋଗରେ ଆଜି ଆୟୋଜିତ ଏହି ରକ୍ତଦାନ ଶିବିରକୁ ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଉଦଘାଟନ କରିଥିଲେ । କୋରୋନା…

ଲମ୍ବା ପ୍ରତୀକ୍ଷା ପରେ ଶୁଖିଲା ଜମିକୁ ଭିଜାଇଛି ବର୍ଷା : ଆଜି ଆଭ୍ୟନ୍ତରୀଣ ଓଡ଼ିଶାରେ ବେଶି ବର୍ଷିବ

ଭୁବନେଶ୍ୱର : ଯାହା ପୂର୍ବାନୁମାନ କରାଯାଉଥିଲା, ସେଇଆ ହେଲା । ଲମ୍ବା ପ୍ରତୀକ୍ଷା ପରେ ଶୁଖିଲା ଜମିକୁ ଭିଜାଇଛି ବର୍ଷା । ଚାଷୀ ମନରେ ଭରିଛି ଆଶା । ଉତ୍ତର ବଙ୍ଗୋପସାଗରରେ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ପାଖାପାଖି ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ…

ଲେବାନନ୍‌ ରାଜଧାନୀ ବିରଟରେ ବିସ୍ଫୋରଣ

ବିରଟ : ଲେବାନନ୍‌ ରାଜଧାନୀ ବିରଟରେ ବିସ୍ଫୋରଣ । ସହରର ବନ୍ଦର ଅଞ୍ଚଳରେ ଏହି ଭୟଙ୍କର ବିସ୍ଫୋରଣ ଘଟିଥିବା ଜଣାପଡିଛି । ବିସ୍ଫୋରଣରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ପ୍ରାୟ ୪ହଜାରରୁ ଅଧିକ ଆହତ ହୋଇଛନ୍ତି। ବିସ୍ଫୋରଣ ପରେ ଆକାଶ ଧୂଆଁରେ ଆଚ୍ଛାଦିତ ହୋଇଯାଇଥିବା ଦେଖିବାକୁ ମିଳିଥିଲା।…

ଆଜିଠୁ ଖୋଲିଲା ଜିମ୍‌ ଓ ଯୋଗ ଅନୁଷ୍ଠାନ

ଭୁବନେଶ୍ବର: ଆଜିଠୁ ଖୋଲିଲା ଜିମ୍‌ ଓ ଯୋଗ ଅନୁଷ୍ଠାନ । କଡ଼ା କୋଭିଡ କଟକଣା ଭିତରେ ବ୍ୟାୟାମ ପାଇଁ ମିଳିଛି ଅନୁମତି । ଅତି କମ୍‌ରେ ୬ ଫୁଟ୍‌ ଦୂରତାକୁ ବାଧ୍ୟତାମୂଳକ କରାଯାଇଛି। ଫେସ୍‌ କଭର ବା ଫେସ୍‌ ମାସ୍କ ବାଧ୍ୟତାମୂଳକ। ତେବେ ବ୍ୟାୟାମ ସମୟରେ ମାସ୍କ ନପିନ୍ଧିବାକୁ କୁହାଯାଇଛି । ବିଶେଷ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଆଜିର ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଶିଳ୍ପ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ବୃଷ…

କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟବାସୀଙ୍କୁ ବୁଧବାର ସନ୍ଧ୍ୟା ୬ଟା ୧୧ ମିନିଟ୍‌ରେ ନୀରବ ପ୍ରାର୍ଥନା କରିବାକୁ ଅପିଲ୍‌…

ଭୁବନେଶ୍ୱର : କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ରାଜ୍ୟବାସୀଙ୍କୁ ବୁଧବାର ସନ୍ଧ୍ୟା ୬ଟା ୧୧ ମିନିଟ୍‌ରେ ନୀରବ ପ୍ରାର୍ଥନା କରିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିମ୍ନରେ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌ର ସବିଶେଷ ବର୍ଣ୍ଣନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…