ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ, ସତର୍କ ରୁହ
ଭୁବନେଶ୍ୱର() ଲଘୁଚାପ ଜନିତ ବର୍ଷା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି । ଏନେଇ ଶ୍ରୀ ଜେନା ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି । ପରିସ୍ଥିତି ଉପରେ ନଜର ରଖିବାକୁ ଶ୍ରୀ ଜେନା ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଧଶ…
