ଆଜି ଆଉ ୧୩୮୪ ପଜିଟିଭ, ଖୋର୍ଦ୍ଧାରୁ ୨୦୧
ଭୁବନେଶ୍ୱର()ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୩୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୮୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୫୯୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ୬୮୧ କୁ ବୃଦ୍ଧି କରିଛି ।…
