ରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍
ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ!-->!-->!-->…
