ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି
ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର । ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ ।!-->…
