ଆଉ ୬୪୭ କରୋନା ପଜିଟିଭ୍, ୨୧୬ ଲୋକାଲ କେସ, ଜାଣନ୍ତୁ ପୁରା ତଥ୍ୟ
ଭୁବନେଶ୍ବର() ଆଜି ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୧୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୭୫୭ ରେ ପହଞ୍ଚିଛି । ଏନେଇ ରାଜ୍ୟ…
