Odia News Portal

ଅରଶଦ୍‌ ହାସିମ୍‌ଙ୍କ କମାଲ୍‌, ଘରେ ତିଆରି କଲେ ମୋଟର ସାଇକେଲ୍‌

କେରଳ : କରୋନା ଭାଇରସ ପାଇଁ ବିଶ୍ୱର ସବୁଠି ଲକ୍‌ଡାଉନ୍‌ ଚାଲିଛି । ଭାରତ ମଧ୍ୟ ଏଥିରୁ ଛାଡ଼ ଯାଇନି । ଲୋକେ ଘରେ ଥାଇ ଟାଇମ୍‌ ପାସ୍‌ କରୁଥିବା ବେଳେ ଆଉ କେହି ଚିତ୍ର ଆଙ୍କି ତ କେହି ଗୀତ ଗାଇ ସମୟର ସଦୁପଯୋଗ କରୁଛନ୍ତି । ଆଉ କେହି ଓ୍ଵାର୍କ ଫ୍ରମ୍‌ ହୋମ୍‌ ବା ଘରେ ଥାଇ ଅଫିସ୍‌ କାମରେ…

ପୁରୀ ଜିଲ୍ଲା ସଟଡାଉନ

ପୁରୀ() ରଥଯାତ୍ରା ପାଇଁ ରାତି ୯ଟାରୁ କର୍ଫ୍ୟୁ ଜାରି। ଆଜି ରାତି ୯ଟାରୁ ପୁରୀରେ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ। ଏଥର ରଥ ଟାଣି ପାରିବେନି ଭକ୍ତ। କଟକଣା ଭିତରେ ରଥଯାତ୍ରା ଅନୁଷ୍ଠିତ ହେବ। ଏ ନେଇ ସୁପ୍ରିମକୋର୍ଟ ରାୟ ପ୍ରଦାନ କରିଛନ୍ତି। କେବଳ ପୁରୀ ବ୍ୟତୀତ ଅନ୍ୟ କୌଣସି…

ଆଉ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର() ଆଜି ସକାଳେ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଆଉ ୧୪୩ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ୩୮୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ତେବେ ଆଜି ମୋଟ ୨୦ଟି ଜିଲ୍ଲାରୁ ୧୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ…

୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର() ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି । ଏନେଇ ୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର…

ପୁରୀ ରଥଯାତ୍ରା ପାଇଁ ପ୍ରସ୍ତୁତ ଅଛୁ

ପୁରୀ() ବଡ ଦାଣ୍ଡରେ ଗଡିବ ରଥ । ରଥଯାତ୍ରାକୁ ମିଳିଲା ଅନୁମତି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏସ.ଏ ବୋବଡେ଼ଙ୍କ ନେତୃତ୍ୱାଧୀନ ୩ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଛି । ଉକ୍ତ ଖଣ୍ଡପୀଠରେ ଜଷ୍ଟିସ ଏ.ଏସ ବୋପାନ୍ନା ଓ ଜଷ୍ଟିସ ଦୀନେଶ ମାହେଶ୍ୱରୀ ସାମିଲ ରହିଥିଲେ । ନାଗପୁରସ୍ଥିତ…

ବଡ ଦାଣ୍ଡରେ ଗଡିବ ରଥ

ନୂଆଦିଲ୍ଲୀ() ବଡ ଦାଣ୍ଡରେ ଗଡିବ ରଥ । ରଥଯାତ୍ରାକୁ ମିଳିଲା ଅନୁମତି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏସ.ଏ ବୋବଡେ଼ଙ୍କ ନେତୃତ୍ୱାଧୀନ ୩ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି ହୋଇଛି । ଉକ୍ତ ଖଣ୍ଡପୀଠରେ ଜଷ୍ଟିସ ଏ.ଏସ ବୋପାନ୍ନା ଓ ଜଷ୍ଟିସ ଦୀନେଶ ମାହେଶ୍ୱରୀ ସାମିଲ ରହିଥିଲେ । ନାଗପୁରସ୍ଥିତ…

ନାଳନ୍ଦା ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିରେ ଓଡ଼ିଶାର ପ୍ରଥମ ଅଟଳ ଇନକ୍ୟୁବେଶନ ସେଂଟରର ଶୁଭାରମ୍ଭ

ଭୁବନେଶ୍ୱର : ଅଟଳ ଇନୋଭେଶନ୍ ମିଶନ ଏବଂ ନୀତି ଆୟୋଗର ମିଳିତ ଉଦ୍ୟମରେ ଓଡ଼ିଶାରେ ପ୍ରଥମ ଅଟଳ ଇନକ୍ୟୁବେଶନ ସେଂଟର ଭୁବନେଶ୍ୱରର ଚନ୍ଦକାଠାରେ ଥିବା ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିଠାରେ ଶୁଭାରମ୍ଭ କରାଯାଇଛି । ଇନକ୍ୟୁବେଶନ ସେଂଟର ୧୦,୦୦୦ବର୍ଗଫୁଟ ପରିମିତ ଅଂଚଳରେ ସ୍ଥାପିତ ହୋଇଛି…

ଭୁବନେଶ୍ୱରରେ ଆଉ ୧୧ ପଜିଟିଭ,ମଞ୍ଚେଶ୍ୱରରୁ ୭

ଭୁବନେଶ୍ୱର() ଭୁବନେଶ୍ୱରରେ ଆଉ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।  ସମସ୍ତ ୧୧ ଜଣ ହୋମ କ୍ୱାରେଣ୍ଟାଇନରେ ଥିଲେ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।  ସେମାନଙ୍କ ମଧ୍ୟରୁ ମଞ୍ଚେଶ୍ୱରରୁ ୭ ଜଣ, ବାଣୀବିହାରରୁ ଜଣେ ଓ ୩ ରେଲୱେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…

ପୁରୀ ଅଭିମୁଖେ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ

ପୁରୀ() ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଓ ପୋଲିସ ମହାନିର୍ଦ୍ଦେଶକ ଅଭୟ । ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଯାଉଥିବା ସୂଚନା ରହିଛି । ସେମାନେ ପୁରୀରେ ରହି ସମ୍ପୂର୍ଣ୍ଣ ସ୍ଥିତିର ସମୀକ୍ଷା କରିବେ । …

ରଥଯାତ୍ରା ନେଇ ଗଜପତିଙ୍କ ସହ ଶାହାଙ୍କ ଆଲୋଚନା

ଭୁବନେଶ୍ୱର() ରଥଯାତ୍ରା ନେଇ କଥା ହେଲେ ଗୃହମନ୍ତ୍ରୀ ଅମିତ ଶାହା । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ଅମିତ ଶାହା କଥା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିଦେ୍ର୍ଧଶରେ ଅମିତ ଶାହା କଥା ହୋଇଥିବା ସୂଚନା ମିଳିଛି । ଶାହା ଗଜପତି ମହାରାଜାଙ୍କ ସହ କଥା ହେବା ନେଇ ବିଜେପି…