ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ…
