ଆଜି ସର୍ବାଧିକ ୬୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ଵର : ରାଜ୍ୟ ପାଇଁ ଖୁସି ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ରାଜ୍ୟରେ ଆଜି ସର୍ବାଧିକ ୬୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ଏହି ସୁସ୍ଥମାନଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମର ୨୭୯ ଜଣ, ଯାଜପୁରର ୮୪, ଖୋର୍ଦ୍ଧାର ୫୦, କଟକର ୪୨,କେନ୍ଦୁଝରର ୨୩,…
