Odia News Portal

କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ, ୮ରୁ ୧୦ଟି ପ୍ରସ୍ତାବରେ ବାଜିପାରେ ମୋହର

ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ କ୍ୟାବିନେଟ ଓ ସାଢ଼େ ୧୧ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି । କ୍ୟାବିନେଟ ବୈଠକରେ ପ୍ରାୟ ୮ରୁ ୧୦ଟି ପ୍ରସ୍ତାବକୁ

ବାଲିଆପାଳ, ଲେଫ୍ରିପଡା ଓ ରେଙ୍ଗାଲି ରେ ଖୋଲିଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି

ପହଲଗାମରେ ହମଲା; ଏହି ଆତଙ୍କୀ ସଂଗଠନ କଲା ନିଜକୁ ଦାୟୀ

ଜାମ୍ମୁ-କାଶ୍ମୀରର ପହଲଗାମ୍ ହମଲା ପଛରେ କିଏ ? ଏତେ ବଡ଼ ହମଲା କଲା କିଏ ? ସାମ୍ନାକୁ ଆସିଛି ସତ। ଏଥିପାଇଁ ନିଜକୁ ଦାୟୀ କରିଛି ଆତଙ୍କୀ ସଂଗଠନ TRF। The Resistance Front-TRF ଆତଙ୍କୀ ସଂଗଠନ ହେଉଛି ମୋଷ୍ଟ ୱାଣ୍ଟେଣ୍ଡ୍ ଆତଙ୍କବାଦୀ ଗ୍ରୁପ୍ ଲସ୍କର-ଏ-ତୋଏବାର ଏକ ବଡ଼ ୱିଙ୍ଗ୍। ଆକ୍ରମଣର

ଯୌନ ସୁଖ ପାଇଁ ହୋଇଛି ହତ୍ୟା

ପିପିଲି ରତନପୁର ଗାଁର ନାବାଳକ ଅପହରଣ ପରେ ହତ୍ୟା ଘଟଣା । ତଦନ୍ତ ପାଇଁ ଗାଁରେ ପହଂଚିଥିଲେ  ସାଇଣ୍ଟିଫିକ ଟିମ ।  ମୃତଦେହ ମିଳିଥିବା ପାଇଖାନା ଟାଙ୍କିର ୧୦୦ ମିଟର ଦୂରରେ ଥିବା ଆଉ ଏକ ଟାଙ୍କିରୁ ମିଳିଲା ନାବାଳକର ସାର୍ଟ-ପ୍ୟାଣ୍ଟ ।  ଆଉ ପ୍ୟାଣ୍ଟ  ପକେଟରେ ରହିଥିଲା  କିଛି ଖେଳଣା । ତେବେ

‘ଉତ୍ତମ ଜନସେବା ପାଇଁ ପ୍ରଶାସନିକ ଅଧିକାରୀଙ୍କ ଭୂମିକା ସବୁବେଳେ ଗୁରୁତ୍ୱପୂର୍ଣ୍ଣ’

କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ସିଭିଲ ସେବା ପରୀକ୍ଷା-୨୦୨୪ରେ ସଫଳତା ହାସଲ କରିଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସିଭିଲ ସେବା ପରୀକ୍ଷା - ୨୦୨୪ ପରୀକ୍ଷାରେ

୨୪ ତାରିଖରେ ବଣ୍ଟାଯିବ ନୂଆ ରାସନ କାର୍ଡ

ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ । ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ୫ ଲକ୍ଷ ୯୦ ହଜାର ହଜାର ନୂଆ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି

ଖରା ବଢ଼ିଲେ ଅଙ୍ଗନବାଡ଼ି ବନ୍ଦ କରାଯିବ, ଛୁଆଙ୍କ ଖାଦ୍ୟ ଘରକୁ ପଠାଯିବ: ମନ୍ତ୍ରୀ

ପ୍ରବଳ ଖରା ସାଙ୍ଗକୁ ରାଜ୍ୟରେ ଗୁଳୁଗୁଳି ଆରମ୍ଭ ହୋଇଯାଇଛି। ସକାଳ ୮ଟା ହେଲା ମାତ୍ରେ ଟାଣ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ପଶ୍ଚିମ ଓଡ଼ିଶାରେ ସ୍ଥିତି ଆହୁରି ଖରାପ। ରାଜ୍ୟରେ ଏବେ ସକାଳୁଆ ସ୍କୁଲ ଜାରି ଥିବା ବେଳେ ପିଲାମାନେ ସାଢ଼େ ୧୦ଟାରେ ଘରକୁ ଆସିଲା ବେଳକୁ ଭାରି କଷ୍ଟ

ରାଜଧାନୀରୁ ୮ ବର୍ଷର ପିଲାକୁ ଅପହରଣ; କିଛି ଘଣ୍ଟା ଭିତରେ ଉଦ୍ଧାର

ବଡ଼ ଖବର। ପୁଣି ୮ ବର୍ଷର ପିଲାକୁ ଅପହରଣ । କିଛି ଘଣ୍ଟା ଭିତରେ ଉଦ୍ଧାର କଲା ପୋଲିସ। ଏମିତି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ଏୟାରଫିଲ୍ଡ ଥାନା ପଞ୍ଚଗାଁ ନିକଟରୁ ପିଲାକୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁସାରେ, ମୁଣ୍ଡରେ ବନ୍ଧୁକ ଲଗାଇ କଳା କାର୍‌ରେ ଅପହରଣ କରାଯାଇଥିଲା

୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି । କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ

ପୁଣି ବିଜେଡିରେ ବଢ଼ୁଛି ଅସନ୍ତୋଷ

ପୁଣି ଉଗ୍ର ହେଲା ବିଜେଡି କଳି। ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରୁ କର୍ପୋରେଟର୍ ଅମରେଶ ଜେନାଙ୍କୁ ବାଦ୍ ଦିଆଯିବା ପରେ ଏନେଇ ତାଙ୍କ ସମର୍ଥକମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରୁ କର୍ପୋରେଟର୍ ଅମରେଶ ଜେନାଙ୍କୁ ବାଦ୍ ଦିଆଯିବା ପରେ ଏନେଇ