ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ,୨୯ ଲୋକାଲ କେସ
ଭୁବନେଶ୍ୱର ()ରାଜ୍ୟରେ ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩ କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୨୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ଜଣ ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ ୨୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…
