କରୋନା ନେଲା ଆଉ ୬ ମୁଣ୍ଡ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦୦ ଟପିଲା
ଭୁବନେଶ୍ବର() ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଲା । ଆଜି ରାଜ୍ୟରେ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
