ଫେବ୍ରୁଆରୀ ବେଳକୁ କରୋନା ଭ୍ୟାକସିନ
ଭୁବନେଶ୍ୱର() ଫେବ୍ରୁଆରୀ ୨୦୨୧ ବେଳକୁ କରୋନା ଭ୍ୟାକସିନ ଉପଲବ୍ଧ ହୋଇପାରେ ବୋଲି ଆଇଏଲଏସ ନିଦେ୍ର୍ଧଶ ଅଜୟ ପରିଡ଼ା ସୂଚନା ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ, ପଶୁ ଠାରେ ଭ୍ୟାକସିନ ଟ୍ରାଏଲ ସଫଳତା ପରେ ମଣିଷ ଉପରେ ଟ୍ରାଏଲ ହେବ । ଏବେ ଫାଷ୍ଟ ଟ୍ରାଏଲ ଚାଲିଛି, ସଫଳତା…
