ବାଲେଶ୍ବର ଘଟଣାକୁ ବିରୋଧ; ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା। ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ।!-->…
