ଆଜି ରେକର୍ଡ଼ ସଂଖ୍ୟକ ୬୧୨ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୨୭୦, ସୁନ୍ଦରଗଡ଼ରୁ ୮୪, କେନ୍ଦୁଝରରୁ ୪୮, ଗଜପତିରୁ ୩୫, ବାଲେଶ୍ୱରରୁ ୩୧, ଖୋର୍ଦ୍ଧାରୁ ୨୮, ନୟାଗଡ଼ାରୁ ୨୫, ଯାଜପୁରରୁ ୨୦, ମୟୁରଭଞ୍ଜରୁ ୧୫, କଟକରୁ ୧୦, କୋରାପୁଟରୁ ୧୦,…
