ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ : ୭୨ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ
ଏମ୍ସରେ ଚିକିତ୍ସାଧୀନ ଥିବା ଫକୀରମୋହନ କଲେଜ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଫୁସ୍ଫୁସ୍, ହୃତ୍ପିଣ୍ଡ ଓ କିଡ୍ନି ପ୍ରଭାବିତ ହୋଇଛି । ଆଗାମୀ 72 ଘଣ୍ଟା ଛାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆବଶ୍ୟକ ପଡ଼ିଲେ!-->…
