ଆଉ ଜଣେ ବିଧାୟକଙ୍କୁ କରୋନା
ଭୁବନେଶ୍ୱର() କରୋନାରେ ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି । ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ । କରୋନାର କଲବଲ ରୂପକୁ ଦେଖି ରାଜ୍ୟ ସରକାର ମଧ୍ୟ ହଡ଼ବଡ଼ ହୋଇଗଲେଣି । ଏହାରି ଭିତରେ…
