ଦିନ ୧ରୁ ୪ଟା ଭିତରେ ଲ୍ୟାଣ୍ଡଫଲ କରିବ ‘ନିସର୍ଗ’
ମୁମ୍ବାଇ() ଭୀଷଣ ବେଗରେ ଉପକୁଳ ମୁହାଁ ହେଉଛି ଆରବସାଗରରେ ସୃଷ୍ଟ ସିଭିୟର ସାଇକ୍ଲୋନ ନିସର୍ଗ । ଆଜି ଦିନ ୧ରୁ ୪ଟା ଭିତରେ ଲ୍ୟାଣ୍ଡଫଲ କରିବ ‘ନିସର୍ଗ’ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ବାତ୍ୟା ନିସର୍ଗ ପ୍ରଭାବରେ ମହାରାଷ୍ଟ୍ର ଓ ଗୁଜରାଟର ଉପକୁଳ ଜିଲ୍ଲା ଗୁଡିକରେ…
