ଭୁବନେଶ୍ୱରରେ ଆଜି ୬୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଜି ୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ୬୪ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୮ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀ…
