ମହେଶ କର ଫାଉଣ୍ଡେସନ ପକ୍ଷରୁ ବୃକ୍ଷରୋପଣ
କେନ୍ଦ୍ରାପଡା : ବନମହୋତ୍ସବ ଉପଲକ୍ଷେ ମହେଶ କର ଫାଉଣ୍ଡେସନ ପକ୍ଷରୁ କେନ୍ଦ୍ରାପଡାର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଫାଉଣ୍ଡେସନ ପକ୍ଷରୁ କେନ୍ଦ୍ରାପଡା ସହରର ମାଧପୁର ନିକଟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ସୁନ୍ଦର ପୃଥିବୀ ପାଇଁ ପରିବେଶ…
