ଆସିଲା ବଡ଼ ଖବର ; ମିଳିବ ନୂଆ ରାସନ୍ କାର୍ଡ
ବଣ୍ଟନ ହେବ ନୂଆ ରାସନ କାର୍ଡ । ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ । ନୂଆ ରାସନ କାର୍ଡ ବଣ୍ଟନ ପାଇଁ ସରକାରଙ୍କ ଘୋଷଣା । ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ । ବିଡିଓ, ମ୍ୟୁନିସିପାଲ୍ କମିସନର ଇସ୍ୟୁ କରିବେ କାର୍ଡ । ୨୦ ଏପ୍ରିଲ ସୁଦ୍ଧା ନୂଆ ରାସନ କାର୍ଡ!-->…
