ଭୁବନେଶ୍ବରରୁ ୩୨ ପଜିଟିଭ, ୧୮ ଲୋକାଲ କେସ
ଭୁବନେଶ୍ୱର() ଆଜି ରାଜ୍ୟରେ ୫୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୩୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାସହ ୭ଜଣ…
