ଭୁବନେଶ୍ବରରୁ ୨୯ ପଜିଟିଭ, ଜାଣନ୍ତୁ କେଉଁ ଅଞ୍ଚଳର…
ଭୁବନେଶ୍ୱର() ରାଜ୍ୟରେ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୯ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୨୯ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ, ସ୍ଥାନୀୟ ଅଞ୍ଚଳରୁ ୧୪ ଓ ଜଣେ କୋଭିଡ଼ ଯୋଦ୍ଧା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏନେଇ…
