ଆଜି ବି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ହାବେଳୀଖଟି ସ୍ଥିତି ପରଖିବେ
ଆଜି ବି ବାତ୍ୟାଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଆକାଶମାର୍ଗରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ସର୍ଭେ କରିବେ। ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ। ଏହାପରେ ମୁଖ୍ୟମନ୍ତ୍ରୀ SRC କାର୍ଯ୍ୟାଳୟରେ ଏକ!-->…
