Odia News Portal

ପଛକୁ ହଟିବାକୁ ବାଧ୍ୟ ହେଲା ଚିନ ସେନା

ଶେଷରେ  ଗଲଓ୍ଵାନ ଘାଟିରୁ ପଛଘୁଞ୍ଚା ଦେଲା ଚୀନ ସେନା । ପାଖାପାଖି ଦୁଇ କିଲୋମିଟର ପଛକୁ ହଟିଲା ଚୀନ ସେନା । ଚିନ ସହ ଭାରତୀୟ ସେନା ବି ନିଜ ସ୍ଥାନରୁ ପଛକୁ ହଟିଛି । ଖବର ଅନୁଯାୟୀ ଗଲଓ୍ଵାନ ନଦୀ କୂଳରେ ଥିବା ଚୀନର କ୍ୟାମ୍ପକୁ ଉଠାଇନେଇଛି ଡ୍ରାଗନ୍ ସେନା ‌ । ଏହା ସହ ଗଲଓ୍ଵାନ ଘାଟି…

ବାଲେଶ୍ୱର ବିଧାୟକ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର() କରୋନାରେ ଆକ୍ରାନ୍ତ ହେଲେ ବିଧାୟକ । ରାଜ୍ୟରେ ପ୍ରଥମଥର ପାଇଁ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । ସଂପୃକ୍ତ ବିଧାୟକ ନିଜେ ଏହି ସୂଚନା ଦେଇଛନ୍ତି । ସେପଟେ କରୋନା ପାଇଁ ବିଧାନସଭାର ସବୁ କମିଟି…

ଶିଶୁଭବନ ଆଉଟଡୋର ବନ୍ଦ

ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାରି ମଧ୍ୟରେ କଟକ ସ୍ଥିତ ଶିଶୁଭବନ ଆଉଟଡୋର ବନ୍ଦ ହୋଇଛି । ଗତକାଲି ଶିଶୁଭବନରେ ଜଣେ ପଜିଟିଭ୍ ଚିହ୍ନଟ ହେବା ପରେ ଏପରି ନିଷ୍ପତ୍ତି ନିଆଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ଆଉଟଡୋର ବନ୍ଦ ରହିବାକୁ…

ରାଜ୍ୟରେ କରୋନା ନେଲା ଆଉ ୨ ମୁଣ୍ଡ, ଜାଣନ୍ତୁ ମୃତକଙ୍କ ତଥ୍ୟ

ଭୁବନେଶ୍ୱର() ରାଜ୍ୟରେ ସ୍ଥିତି ଭୟଙ୍କର । ବିସ୍ଫୋରକ ରୂପ ନେଲାଣି କରୋନା  । ଏହାରି ମଧ୍ୟରେ ଆଜି ରାଜ୍ୟରେ ନୂଆ ୪୫୬ ଜଣ ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଯାଜପୁରରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ତେବେ ଗଞ୍ଜାମରେ କରୋନା ମୃତ୍ୟୁ ସଖ୍ୟା ୨୧ରେ…

ଆଉ ୪୫୬ କରୋନା ପଜିଟିଭ୍‌, ଲୋକାଲ କେସ ୧୪୭

ଭୁବନେଶ୍ୱର () ରାଜ୍ୟରେ ସ୍ଥିତି ଭୟଙ୍କର । ବିସ୍ଫୋରକ ରୂପ ନେଲାଣି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା ଅତି ଦ୍ରୁତ ଗତିରେ ବଢ଼ି ଚାଲିଛି । ଓଡ଼ିଶାରୁ ଆଜି ଆଉ ୪୫୬ କରୋନା ପଜିଟିଭ୍‌ ବାହାରିଛନ୍ତି । ତେବେ ୪୫୬ଙ୍କ ମଧ୍ୟରୁ ୩୦୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪୭ ଜଣ ସ୍ଥାନୀୟ…

୨୪ ଘଣ୍ଟାରେ ୨୪ ହଜାର

ନୂଆଦିଲ୍ଲୀ ()ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୯ ହଜାର ୬୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ହଜାର ୨୪୮ ନୂଆ ଆକ୍ରାନ୍ତ ଚିହ୍ନଟ…

ନେତା ବିହୀନ ହୋଇଛି ସଚିବାଳୟ ସେବା ସଂଘ

ଭୁବନେଶ୍ୱର : ରାଜ୍ୟର ଅଗ୍ରଣୀ କର୍ମଚାରୀ ସଂଗଠନ ସଚିବାଳୟ ସେବା ସଂଘ ଏବେ ନେତାବିହୀନ । ସଂଘ ଓ କ୍ୟାଡରର ସମସ୍ୟା ବୁଝିବାକୁ କେହି ନାହିଁ । ନିର୍ବାଚନ କମିଶନ ହାତ ବାନ୍ଧି ବସିଛନ୍ତି । ସଂଘ ନେତାଙ୍କ ଅସହଯୋଗ ପୂର୍ବପରି ଲାଗି ରହିଛି । ୨୦୧୭ ଜୁଲାଇ ମାସରେ ଶେଷ ନିର୍ବାଚନ…

୫ ଜିଲ୍ଳାକୁ ଅରେଞ୍ଜ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ…

ବନ୍ଦ ହେଲା ୬ଟି ଗେଟ୍

ସମ୍ବଲପୁର : ହୀରାକୁଦରେ ଜଳ ପ୍ରବେଶ ପୂର୍ବାନୁମାନ ଅନୁଯାୟୀ ବୃଦ୍ଧି ନ ପାଇବା କାରଣରୁ ରବିବାର ପୁଣି ୩ଟି ପର୍ଯ୍ୟାୟରେ ୬ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ରବିବାର ରାତିରେ ମାତ୍ର ଗୋଟିଏ ଗେଟ୍‌ ଖୋଲା ରହିଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଉପର ମୁଣ୍ଡରେ ଅଧିକ ବର୍ଷା ଆଶଂକା…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ କର୍ମଭାବରେ ଶନି ସହ ଚନ୍ଦ୍ର ଯୋଗରୁ କର୍ମକ୍ଷେତ୍ର ପ୍ରଶସ୍ତ ରହିବ । ବନ୍ଧୁମାନଙ୍କ ପରାମର୍ଶ କ୍ରମେ ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟମାନଙ୍କ ପ୍ରତି ଆଗ୍ରହୀ ହେବେ । ଗୃହ ମରାମତି, ଭୂମିକ୍ରୟ, ଗାଡିମୋଟର କିଣାବିକା କ୍ଷେତ୍ରରେ ସମସ୍ୟା ଉପୁଜିପାରେ । ବୃଷ ନିକଟ…