ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆଜି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ…
