୯ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର() ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟର ୯ ଜିଲ୍ଲାକୁ ହିଟ୍-ୱେଭ୍ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲା ଗୁଡିକ ହେଲା ବଲାଙ୍ଗୀର. କଳାହାଣ୍ଡି, ଅନୁଗୁଳ ,ବୌଦ୍ଧ, ସୋନପୁର,ନୂଆପଡା, ବରଗଡ, ଝାରସୁଗୁଡା, ସମ୍ବଲପୁର ।
ସେହିପରି ଗତ ୨୪ ଘଣ୍ଟା…
