ସମରେ ହେବ କୋଭଡି-୧୯ଭ୍ୟାକସିନ୍ର ପରୀକ୍ଷଣ
ଭୁବନେଶ୍ୱର() ଭାରତରେ ପ୍ରଥମ କୋଭିଡ଼-୧୯ ଭ୍ୟାକସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ…
