ସାଧାରଣ ଲୋକ ବୁଲିପାରିବେ ପ୍ରବାସୀ ଭାରତୀୟ ଦିବସର ଗ୍ୟାଲେରି: ପ୍ରଭାତୀ
ତିନି ଦିବସୀୟ ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ଆଜି ଶେଷ ହେବାକୁ ଯାଉଛି। ଗତ ୮ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହରେ ଦେଢ଼ଶହରୁ ଊର୍ଦ୍ଧ୍ବ ରାଷ୍ଟ୍ରରୁ ପ୍ରାୟ ୭୦୦୦ ପ୍ରବାସୀ ଭାରତୀୟମାନେ ଯୋଗ ଦେଇଥିଲେ। ସେହିପରି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ହରିବାବୁ!-->…
