କରୋନା ମହାମାରୀ ମୁକାବିଲା ପାଇଁ ସାନିଟାଇଜର ପ୍ରସ୍ତୁତ କଲା ସୋଆ
ଭୁବନେଶ୍ୱର()କରୋନା ମହାମାରୀସହ ମାନବଜାତିର ଯୁଦ୍ଧ ଜାରି ରହିଥିବା ବେଳେ ଏହି ଯୁଦ୍ଧରେ ସାମିଲ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ଭାଇରସ ସହ ଲଢେଇ କରିବା ସହ ଜନସାଧାରଣଙ୍କୁ ସ୍ୱାସ୍ଥ୍ୟଗତ ସୁରକ୍ଷା ଦେବା ନିମନ୍ତେ ପ୍ରସ୍ତୁତ କରିଛି ଏକ ସ୍ୱତନ୍ତ୍ର ସାନିଟାଇଜର ।…
