Odia News Portal

ସୁଖିଲା ଥିଲେ ବି ବାଉଁଶକୁ କାହିଁକି ଧାର୍ମିକ କାର୍ୟ୍ୟରେ ବ୍ୟବହାର କରାଯାଏନି, ଜାଣନ୍ତୁ ପ୍ରକୃତ କାରଣ

ଭୁବନେଶ୍ୱର() ବାଉଁଶକୁ ଭାରତୀୟ ଧର୍ମ ଶାସ୍ତ୍ରରେ ଜଳେଇବା ନିଷିଧ। ହୋମ ହେଉ କି ଯଜ୍ଞ ଏଥିରେ ବିଭିନ୍ନ କାଠର ଉପଯୋଗ ହୁଏ ହେଲେ ସୁଖିଲା ଥିଲେ ବି ବାଉଁଶକୁ ଏ ସବୁ ଧାର୍ମିକ କାର୍ୟ୍ୟରେ ବ୍ୟବହାର କରାଯାଏନି। ମଣିଷର ମୃତ୍ୟୁରେ ବାଉଁଶକୁ କୋକେଇ କରି ବୋହିନେବାର ବିଧି ରହିଛି। କିନ୍ତୁ…

ଓଡିଶାକୁ ଆସି ସାରିଛି କରୋନା ମେଡିସିନ୍

ଭୁବନେଶ୍ୱର() ଓଡିଶାକୁ ଆସି ସାରିଛି କରୋନା ମେଡିସିନ୍ । ରେମଡିସିଭିର, ଫାଭିଫ୍ଲୁ ମେଡିସିନ୍ ଆସିସାରିଛି ବୋଲି ଆଜି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ ଜେନା । ଏହା ସହ କଟକଣାକୁ ନେଇ ସ୍ୱାସ୍ଥ୍ୟ ସଚିବ କହିଛନ୍ତି ଯେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି କଟକଣା ରହିବ ।…

ରାଜ୍ୟର ଏହି ଜିଲ୍ଲାରୁ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର() ଆଜି ପୁଣି ୨୪୫ ଜଣ ପଜିଟିଭ୍ ବାହାରିଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩କୁ ବୃଦ୍ଧି ପାଇଛି । ମୃତକ ୨ ଜଣ ଗଞ୍ଜାମ ବୋଲି ଜଣାପଡିଛି । ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଅନ୍ୟପଟେ…

ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩୧ ଲୋକାଲ କେସ

ଭୁବନେଶ୍ୱର() ଆଜି ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମ ଜିଲ୍ଲାରୁ…

ଅମାନିଆ ଅପରାଜିତା ଦଳ ପାଇଁ ଵୋଝ

ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ଅପରାଜିତାଙ୍କୁ ଏକଦା ରାଜ୍ୟ ବିଜେପିର ଆସେଟ କୁହାଯାଉଥିବାବେଳେ ଦଳ ପାଇଁ ଏବେ କିନ୍ତୁ ଏହି ମହିଳା ନେତ୍ରୀ ବୋଝ ପାଲଟିଲେଣି । ବିଶେଷକରି କରୋନା ମହାମାରୀ ସମୟରେ ସେ ଯେଭଳି ମୋଦି ସରକାରଙ୍କ ନିୟମକୁ ମୋଡି ମକଚି ଦେଉଛନ୍ତି ତାହା ଦେଖିଲାପରେ ଅନେକ ବିଜେପି…

ଓଲିଉଡର ଚୁଲବୁଲି ନାୟିକା ଗାର୍ଗୀ ବାଛିଲେ ଜୀବନସାଥୀ

ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ନିଜ ପ୍ରିୟତମର ହାତ ଧରିଲେ ଓଲିଉଡର ଚୁଲବୁଲି ନାୟିକା ଗାର୍ଗୀ ମାହାନ୍ତି।  ନିଜର ବନ୍ଧୁ ରବିନ୍ଦ୍ରଙ୍କୁ ନିଜ ଜୀବନ ସାଥୀ ରୂପେ ବାଛିନେଇଛନ୍ତି। ଲକଡାଉନରେ ଦୁଇ ପରିବାରଙ୍କ ସମ୍ମତି କ୍ରମେ ଏହି ବିବାହା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଅନେକ ଦିନରୁ…

ବାହୁଡିବେ ମହାପ୍ରଭୁ, ନଅ ଦିନର ଯାତ୍ରା ସାରି ଜନ୍ମବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ବାହୁଡିବେ ମହାପ୍ରଭୁ। ଏନେଇ ଶ୍ରୀମନ୍ଦିର ଯିବାକୁ ଆରମ୍ଭ ହୋଇଛି ପ୍ରସ୍ତୁତି । ନଅ ଦିନର ଯାତ୍ରା ସାରି ଜନ୍ମବେଦୀକୁ ଫେରିବେ ଚତୁର୍ଦ୍ଧାମୂର୍ତ୍ତି। ଗତକାଲି ୩ରଥର ଦକ୍ଷିଣ ମୋଡ କରାଯିବା ପରେ ନାକଚଣା ଦ୍ୱାରରେ ଲାଗିଥିଲା । ତିନି ରଥକୁ ବ୍ୟାରିକେଡ୍‌ କରି କଡା ସୁରକ୍ଷା ମଧ୍ୟରେ…

୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…

ଖୁଣ୍ଟିକଟା ଗ୍ରାମରେ ବ୍ଯାପୁଛି ଝାଡା ବାନ୍ତି

ନରସିଂହପୁର : କଟକ ଜିଲ୍ଲା ବଡମ୍ବା ବ୍ଲକ ମାଣିଆବନ୍ଧ ଗୋଷ୍ଟୀ ସ୍ବାସ୍ଥ୍ଯ କେନ୍ଦ୍ର ଅଧିନସ୍ଥ ଖୁଣ୍ଟିକଟା ଗ୍ରାମରେ ବ୍ଯାପୁଛି ଝାଡା ବାନ୍ତି ରୋଗ । ସୂଚନା ମୁତାବକ ଗ୍ରାମର କାଚେରା ସାହିରେ ଥିବା ପାଖାପାଖି ୧୦୦ ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଏହାର କାରଣ ସଠିକ ଭାବେ ଜଣାପଡିନି।…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ବ୍ୟୟଭାବସ୍ଥ ମଙ୍ଗଳ ଆପଣଙ୍କ ଶାରୀରିକ ଅସୁସ୍ଥତା,ବ୍ୟୟବୃଦ୍ଧି ଓ ଆକସ୍ମିକ ଅନିଚ୍ଛାକୃତ ଯାତ୍ରା ଜନିତ ଚିନ୍ତିତ କରାଇବ । ଅବଶ୍ୟ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ହେତୁ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ । ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି…