ସମୁଦ୍ର ଭିତରେ ଅମ୍ଫନ ନେଲା ମହାବାତ୍ୟାର ରୂପ
ନୂଆଦିଲ୍ଲୀ() ସମୁଦ୍ର ଭିତରେ ଅମ୍ଫନ ମହାବାତ୍ୟାର ରୂପ ନେଇଛି । ସକାଳ ସାଢ଼େ ୧୧ଟାରେ ମହାବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି । ସମୁଦ୍ର ଭିତରେ ଘଣ୍ଟାକୁ ୨୩୦ କିଲୋମିଟର ବେଗରେ ପବନ ବହୁଛି । ଏହାସହ ଘଣ୍ଟାକୁ ୮କିଲୋମିଟର ବେଗରେ…
