ଭୁବନେଶ୍ୱରରୁ ୧୬ ପଜିଟିଭ୍, ୧୪ ଲୋକାଲ କେସ
ଭୁବନେଶ୍ୱର() ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଥିବା ବେଳେ ଆଜି ଭୁବନେଶ୍ୱରରୁ ଆଉ ୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ…
