ବଡ ଦାଣ୍ଡରେ ଗଡିବ ରଥ
ନୂଆଦିଲ୍ଲୀ() ବଡ ଦାଣ୍ଡରେ ଗଡିବ ରଥ । ରଥଯାତ୍ରାକୁ ମିଳିଲା ଅନୁମତି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏସ.ଏ ବୋବଡେ଼ଙ୍କ ନେତୃତ୍ୱାଧୀନ ୩ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି ହୋଇଛି । ଉକ୍ତ ଖଣ୍ଡପୀଠରେ ଜଷ୍ଟିସ ଏ.ଏସ ବୋପାନ୍ନା ଓ ଜଷ୍ଟିସ ଦୀନେଶ ମାହେଶ୍ୱରୀ ସାମିଲ ରହିଥିଲେ । ନାଗପୁରସ୍ଥିତ…
