ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ…
