Odia News Portal

ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରାଯାଇଥିଲା

ସୁଶାନ୍ତଙ୍କ ଆତ୍ମହତ୍ୟାକୁ ନେଇ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣଓ୍ବତ ଏକ ଭିନ୍ନ ପ୍ରତିକ୍ରିୟା ରଖିଛନ୍ତି। କଙ୍ଗନା ସିଧାସଳଖ ବଲିଉଡ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରାଯାଇଛି। ଦୁର୍ବଳ ମଣିଷ ଡିପ୍ରେସନ ଆସି ଆତ୍ମହତ୍ୟା କରିଥାଆନ୍ତି।…

୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର() ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସକ୍ରିୟ ରହିଛି। ଏହି କାରଣରୁ ସାରା ରାଜ୍ୟରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିଛି। ଏନେଇ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ପ୍ରାୟ ୧୪ଟି…

ଜୁନ୍ ୩୦ ଯାଏଁ ୧୬ ଘଣ୍ଟିଆ ସଟଡାଉନ

ସାରା ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ ବଢିଚାଲିଛି । ଏହାର ମୁକାବିଲା କରିବା ପାଇଁ ଖୋର୍ଦ୍ଧା ସବଡିଭିଜନରେ ୧୬ ଘଣ୍ଟିଆ ସଟ-ଡାଉନ୍ ଲାଗୁ ହୋଇଛି । ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଦୋକାନ ଖୋଲାରହିବ । ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପକୁ ଛାଡି ଅନ୍ୟ ସବୁ ଦୋକାନ ବନ୍ଦ ରହିବ । ଏହି କଟକଣା…

ଦେଶରେ ୨୪ ଘଣ୍ଟାରେ ୩୮୦ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ() ଦେଶରେ କରୋନା ମହାମାରୀ ଦିନକୁ ଦିନ ସକ୍ରିୟ ହେବାରେ ଲାଗିଛି । ଏହାରି ମଧ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୯୦କୁ ବୃଦ୍ଧି ପାଇଛି । ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୦୯୧ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୩୮୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦…

ରାଜ୍ୟରେ ଆଉ ୧୦୮ କରୋନା ପଜିଟିଭ୍, ୧୩ ଲୋକାଲ କେସ

ଭୁବନେଶ୍ୱର() ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା…

ଏହି ତାରିଖରେ ଆଉ ଏକ ଲଘୁଚାପ : ୭ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ବର୍ଷା । ମୌସୁମୀ ପ୍ରବାହ ସ୍ୱାଭାବିକ ରହିଛି । ପାଣିପାଗ ପୂର୍ବାନୁମାନ ଯାହା-ଏଭଳି ସ୍ଥିତି ଏବେ ଲାଗି ରହିବ । ଆସନ୍ତା ୧୮ ତାରିଖବେଳକୁ ବର୍ଷା ପରିମାଣ ଆହୁରି ବଢ଼ିବ । ୧୯ ତାରିଖ ସୁଦ୍ଧା ପଶ୍ଚିମବଙ୍ଗ ପାଖାପାଖି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି…

ରସିକିଆ ASI ହେଲେ ନିଲମ୍ବିତ

ଭୁବନେଶ୍ବର : ପୁଣି  ଖାକିରେ କଳଙ୍କ। ମହିଳାଙ୍କୁ ଏସିଡ ଆଟକର ଧମକ ଦେବା ଘଟଣାରେ  କ୍ୟାପିଟାଲ ଥାନାର ASI ହେଲେ ନିଲମ୍ବିତ। ମିଳିଥିବ ସୂଚନା ମୁତାବକ ବର୍ତ୍ତମାନ କମିଶନରେଟ୍ ପୋଲିସ୍ କଣ୍ଟ୍ରୋଲ୍ ରୁମରେ କର୍ଯ୍ୟରତ ଥିବା ଏଏସ୍ଆଇ ସୁବ୍ରତ ଜ୍ଞାନରଞ୍ଜନ ଜଣେ ମହିଳାଙ୍କ ସହ ସୋସିଆଲ ମିଡିଆରେ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ସାହସିକ ପଦକ୍ଷେପ ନେଇ କାର୍ଯ୍ୟସାଧନ କରିବେ। ଆଶାତୀତ ଭାବରେ ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ ବନ୍ଧୁମିଳନରୁ ଖୁସୀ ରହିବେ। କିନ୍ତୁ ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ରାଜନୀତିରେ, ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ…

ଭାରସାମ୍ଯ ହରାଇ ଗଛରେ ପିଟି ହେଲା ପେଟ୍ରୋଲ ଟ୍ଯାଙ୍କର

ଟିଟିଲାଗଡ :  ସଇଁତଳା ବ୍ଲକ ପିପଲୁଟ ଗ୍ରାମ ପାଖ NH ୨୬ରେ ଆଜି ସକାଳ ୫.୩୦ମିନିଟ୍ ସମୟରେ ବୋରିଗୁମାରୁ ସମ୍ବଲପୁର ଯାଉଥିବା ଏକ ପେଟ୍ରୋଲ ଟ୍ଯାଙ୍କର ଦୁର୍ଘଟଣା ଗ୍ରସ୍ତ ହୋଇଛି। ସୂଚନା ମୁତବାକ ଡ୍ରାଇଭର ଭାରସାମ୍ଯ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଥିଲା। ଘଟଣାସ୍ଥଳରେ ଗାଡିର…

ରାଜଧାନୀରେ ବଢ଼ୁଛି କରୋନା

ଭୁବନେଶ୍ବର : ରାଜଧାନୀରେ ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଗତ ୨୪ଘଣ୍ଟା ମଧ୍ୟରେ ୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ବରରେ କରୋନା ସଂକ୍ରମିତ ସଂଖ୍ୟା ୧୨୭ ଛୁଇଁଥିବା ବେଳେ ୭୧ ଜଣ ସୁସ୍ଥ ହୋଇଛନ୍ତି। ୩ଜଣ ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୨ଜଣ…