ରାଜ୍ୟରେ ଆଜି ଆଉ ୭୨ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୭୨ କରୋନା ଆକ୍ରାନ୍ତ ସୁସ୍ଥ । ଏମାନଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମର ୧୭, ସୋନପୁରର ୯, ବଲାଙ୍ଗିରର ୭, ଜଗତସିଂହପୁରର ୬, କଟକ, କଳାହାଣ୍ଡି ଓ ସୁନ୍ଦରଗଡର ୫ ଲଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି ବାଲେଶ୍ବର ମୟୂରଭଞ୍ଜରୁ ୪ ଜଣ ଲଖାଏଁ ସୁସ୍ଥ ହୋଇଛନ୍ତି।
ଏହା…
