ଦୈନିକ ୧୫ହଜାର ନମୁନା ପରୀକ୍ଷା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର() କୋଭିଡ଼ ମୁକାବିଲା କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ବରିଷ୍ଠ ଅଧିକାରୀଙ୍କ ମାନଙ୍କ ସହ ଆଜି ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ସେ ଏକ ବଡ଼ ଘୋଷଣା କରିଛନ୍ତି । ସେ ଦୈନିକ ୧୫ହଜାର ନମୁନା ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ…
