ପୂର୍ବତନ ପ୍ରଧାନମନ୍ତ୍ରୀ କରୋନା ପଜିଟିଭ୍
ପାକିସ୍ତାନ () ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଏମଏଲ-ଏନ ନେତା ସହିଦ ଖକ୍କାନ ଆବ୍ବାସି ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ତାଙ୍କ ରିପୋର୍ଟ ପଜିଟିଭ୍ ଥିବା ଜଣାପଡ଼ିଛି। ତାଙ୍କ ପରିବାର ସୂତ୍ର ଅନୁଯାୟୀ ପୂର୍ବତନ ପ୍ରଧାନମନ୍ତ୍ରୀ ରବିବାର ସଂକ୍ରମିତ ହୋଇଥିଲେ ଏବଂ…
