ଚାନ୍ଦବାଲିରେ ୬ ଘଣ୍ଟିଆ ବନ୍ଦ ଡାକରା, ଖୋଲିବନି ଦୋକାନ ବଜାର, ସ୍କୁଲ ଓ କଲେଜ
ଆଜି ଚାନ୍ଦବାଲି ବନ୍ଦ। ବାଲିଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ପ୍ରତିବାଦରେ ୬ ଘଣ୍ଟିଆ ବନ୍ଦ ଡାକରା । ବିଜେଡି ଓ କଂଗ୍ରେସ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ଛଅ ଘଟିକାରୁ ଦିବା ୧୨ ଘଟିକା ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ ବଜାର । ତେବେ ଜରୁରୀକାଳୀନ ସେବାକୁ…
