ରାଜଭବନ ଆଗରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି
ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବେ ରାଜ୍ୟ ପୁଅଙ୍କୁ ଗିରଫ କରାଯାଉଛି ସେନେଇ ପ୍ରଶ୍ନ କରିଛି!-->…
