Odia News Portal

ଏହି ଘଣ୍ଟାର ଦାମ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ସମୟରେ ଘଣ୍ଟା ପିନ୍ଧିବା ସମସ୍ତଙ୍କ ପସନ୍ଦ କିନ୍ତୁ ଏକ ସମୟ ଥିଲା ଯେତେବେଳେ ହାତ ଗଣତି କିଛି ଲୋକଙ୍କ ପାଖରେ ଘଡି ରହିଥିଲା। ଏନେଇ ଆପଣ କେବେ ଚିନ୍ତା କରିଛନ୍ତି କି ବର୍ତ୍ତମାନ ସମସ୍ତଙ୍କ ପସନ୍ଦ ଆସିଥିବା ହାତ ଘଣ୍ଟାକୁ ପ୍ରଥମେ କିଏ ତିଆରି କରିଥିଲେ ଏବଂ ସେ ଘଣ୍ଟା କିପରି…

ଘର ବାହୁଡା ଲୋକ ଓ ସେମାନଙ୍କ ପରିବାରର ସୁରକ୍ଷା ପାଇଁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର () କରୋନା ମୁକାବିଲାରେ ତୃତୀୟ ପର୍ଯ୍ୟାୟ ଲଢେଇ ପାଇଁ ପ୍ରସ୍ତୁତ ହୋଉଛନ୍ତି ରାଜ୍ୟ ସରକାର । ଏହି ପର୍ଯ୍ୟାୟରେ ବାହାର ରାଜ୍ୟରେ ଫସିଥିବା ଓଡିଆ ଫେରିବା ଆରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟରେ ରାଜ୍ୟ ସରକାର ଘର ବାହୁଡା ଲୋକ ଓ ସେମାନଙ୍କ ପରିବାରର ସୁରକ୍ଷା ପାଇଁ ପ୍ରସ୍ତୁତ…

ଆଉ ୧୪ ଦିନ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ () ଆଉ ୧୪ ଦିନ ବଢ଼ିଲା ଲକ୍‌ଡାଉନ୍‌ । ଦେଶରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ତୃତୀୟ ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ମେ ୩ ତାରିଖରେ ସରିଥାନ୍ତା । ତେବେ ମେ ୪ରୁ ପୁଣି ଥରେ ଦୁଇ ସପ୍ତାହ ପାଇଁ ସାରା…

ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ତେବେ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି ପାଇଛି ।ଆକ୍ରାନ୍ତ ଜଣକ ମହିଳା ଓ ତାଙ୍କର…

କରୋନା ବିରୋଧୀ ଲଢ଼େଇରେ ୪ଟି ପର୍ଯ୍ୟାୟ ରହିଛି

ଭୁବନେଶ୍ୱର() କରୋନା ନେଇ ଅପଡ଼େଟ ଦେଇଛନ୍ତି ଆଇିସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ କରୋନା ବିରୋଧୀ ଲଢ଼େଇରେ ୪ଟି ପର୍ଯ୍ୟାୟ ରହିଛି । ୪ଟି ପର୍ଯ୍ୟାୟ ହେଉଛି ତଥ୍ୟ ସଂଗ୍ରହ, ଯୁଦ୍ଧ ପରିଚାଳନା ପ୍ରସ୍ତୁତି, ସାମଗ୍ରିକ ପ୍ରସ୍ତୁତି, ଶତୃ ସଙ୍ଗେ ଛଳ ।ଏବେ ଆମ ରାଜ୍ୟ ଦ୍ୱିତୀୟ…

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ପ୍ରାୟ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ…

ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି ।…

ଯାଜପୁରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ପଜିଟିଭ ଯାଜପୁର ଜିଲ୍ଲାର । ଏହାସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟା ଓ୍ବାବସାଇଟ ପଖ୍ୟରୁ ସୂଚନା ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…

ବଲାଙ୍ଗିରରେ ୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱ() ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ପଜିଟିଭ ବଲାଙ୍ଗିର ଜିଲ୍ଲାର । ୨ ଆକ୍ରାନ୍ତ  ଯୁବକ ହୋଇଥିବା ବେଳେ ତାମିଲନାଡୁ ଫେରନ୍ତା ବୋଲି ସୂଚନା ମିଳିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟା ଓ୍ବାବସାଇଟ ପଖ୍ୟରୁ ସୂଚନା ମିଳିଛି । ରାଜ୍ୟରେ ମୋଟ…

ଭଦ୍ରକ କ୍ୱାରେଣ୍ଟିନ ହୋମରେ ଥିବା ଯୁବକଙ୍କ ମୃତ୍ୟୁ

ଭଦ୍ରକ() ଭଦ୍ରକ ଜିଲ୍ଲାରେ ରାନ୍ଦିଆସ୍ଥିତ କ୍ୱାରେଣ୍ଟିନ ହୋମରେ ଥିବା ଏକ ଯୁବକଙ୍କ ମୃତ୍ୟୁ ହୋଇଛି । ଗତ ୨୫ତାରିଖରୁ ଝାଡ଼ଖଣ୍ଡର ଜଣେ ଯୁବକ କ୍ୱାରେଣ୍ଟିନରେ ରହିଥିଲେ । ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ଏହାସହ ପୋଷ୍ଟମର୍ଟମ ପରେ ଯୁବକଙ୍କ…