ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା
ଭୁବନେଶ୍ବର() ଆଜି ଏବଂ ଆସନ୍ତାକାଲି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଆଜି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ସହ ଆସନ୍ତାକାଲି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। କେନ୍ଦ୍ର ପକ୍ଷରୁ…
