ଵିଶ୍ବ ପରିବେଶ ଦିବସରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର : ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି ।
ଶ୍ରୀ…
